ଆନ୍ଦୋଳନକାରୀ ଶିକ୍ଷକ ଓ ସୁରକ୍ଷାକର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର: ବିଦ୍ୟାଳୟ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ଚାଲିଥିବା ଆନ୍ଦୋଳନ ଆଜି ଉଗ୍ରରୂପ ନେଇଥିଲା। ଏ ନେଇ ସୁରକ୍ଷାକର୍ମୀ ଓ ଆନ୍ଦୋଳନକାରୀ ଶିକ୍ଷକଙ୍କ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଥିଲା। ଏଥିରେ ୩ରୁ ୪ ଜଣ ଶିକ୍ଷକ ଆହତ ହୋଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହାସହ ଶିକ୍ଷକ ମହାସଂଘର ଶତାଧିକ କର୍ମକର୍ତ୍ତାଙ୍କୁ ପୋଲିସ ଗିରଫ କରିଛି । ବ୍ଲକଗ୍ରାଣ୍ଟ ଉଚ୍ଛେଦ କରି ପୂର୍ଣ୍ଣ ଅନୁଦାନ ଦାବିରେ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛି ମହାସଂଘ […]

teacher

teacher

Rakesh Mallick
  • Published: Friday, 28 August 2015
  • Updated: 28 August 2015, 04:22 PM IST

Sports

Latest News

ଭୁବନେଶ୍ୱର: ବିଦ୍ୟାଳୟ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ଚାଲିଥିବା ଆନ୍ଦୋଳନ ଆଜି ଉଗ୍ରରୂପ ନେଇଥିଲା। ଏ ନେଇ ସୁରକ୍ଷାକର୍ମୀ ଓ ଆନ୍ଦୋଳନକାରୀ ଶିକ୍ଷକଙ୍କ ମଧ୍ୟରେ ଧସ୍ତାଧସ୍ତି ଦେଖିବାକୁ ମିଳିଥିଲା। ଏଥିରେ ୩ରୁ ୪ ଜଣ ଶିକ୍ଷକ ଆହତ ହୋଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହାସହ ଶିକ୍ଷକ ମହାସଂଘର ଶତାଧିକ କର୍ମକର୍ତ୍ତାଙ୍କୁ ପୋଲିସ ଗିରଫ କରିଛି । ବ୍ଲକଗ୍ରାଣ୍ଟ ଉଚ୍ଛେଦ କରି ପୂର୍ଣ୍ଣ ଅନୁଦାନ ଦାବିରେ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛି ମହାସଂଘ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos