କଟକ(ଓଡ଼ିଶା ରିପୋର୍ଟର): ମିଶନ ରୋଡସ୍ଥିତ ନ୍ୟୁ ଷ୍ଟୁଅର୍ଟ ସ୍କୁଲ୍ରେ ୨୬ତମ ବାର୍ଷିକ କ୍ରିଡ଼ା ପ୍ରତିଯୋଗିତା ବିଦ୍ୟାଳୟର ଅଧ୍ୟକ୍ଷ ଏମ୍.ତୃପ୍ତିରାଣୀଙ୍କ ପରୋହିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଟକ ଷ୍ଟୁଅର୍ଟ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦେବାଶିଷ ଆଚାର୍ଯ୍ୟ ସମ୍ମନନୀୟ ଅତିଥି ଭାବେ ଯୋଗ ଦେଇ କ୍ରିଡାର ମହତ୍ୱ ବିଷୟରେ ବୁଝାଇଥିଲେ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅଧ୍ୟାପକ ଶୋଭନ ପଣ୍ଡା ଖେଳକୁଦ ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ।
ଅନ୍ୟ ଅତିଥି ଭାବେ ରେଭ୍ରେଣ୍ଟ ପରିତୋଷ ରାଉତ୍ ଯୋଗଦେଇ ପ୍ରାରମ୍ଭିକ ପ୍ରାର୍ଥନା କରିଥିଲେ। ଷ୍ଟୁଅର୍ଟ ସ୍କୁଲ୍ କଟକର ଅଧ୍ୟକ୍ଷ ଏଫ୍.ସି.ନର୍ଥ ଯୋଗଦେଇ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ପ୍ରତିଯୋଗିତାରେ ବରିଷ୍ଠ ବାଳକ ବିଭାଗର ବୈଭର ମାଝୀ ଓ ବରିଷ୍ଠ ବାଳିକା ବିଭାଗର ରିସିତା ରାଜପୁତ ସିଂ ଚାମ୍ପିୟନ୍ ହୋଇଥିଲେ। ସୁବାସ ଚନ୍ଦ୍ର ବୋଷ ହାଉସ୍ ଚାମ୍ପିୟନ୍ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।