ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ପରୀକ୍ଷା ଫଳ ଘୋଷଣା କରିବେ। ଏହାର ଘଣ୍ଟାକ ପରେ www.orissaresults.nic.in ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣି ପାରିବେ। ଚଳିତବର୍ଷ ପ୍ରାୟ ୮୫,୦୦୦ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ମେ’ ଶେଷ ସପ୍ତାହରେ ଯୁକ୍ତଦୁଇ କଳା ଓ ବାଣିଜ୍ୟ ପରୀକ୍ଷା […]

+2

+2

Rakesh Mallick
  • Published: Thursday, 12 May 2016
  • Updated: 13 May 2016, 02:41 AM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲି ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ପରୀକ୍ଷା ଫଳ ଘୋଷଣା କରିବେ। ଏହାର ଘଣ୍ଟାକ ପରେ www.orissaresults.nic.in ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣି ପାରିବେ। ଚଳିତବର୍ଷ ପ୍ରାୟ ୮୫,୦୦୦ ଛାତ୍ରଛାତ୍ରୀ ବିଜ୍ଞାନ ପରୀକ୍ଷା ଦେଇଛନ୍ତି।

ମେ’ ଶେଷ ସପ୍ତାହରେ ଯୁକ୍ତଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ।

ଚଳିତବର୍ଷ ୪୮୮ ଓ ୬୬୨ ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁଁ ଯୁକ୍ତଦୁଇ ଖାତା ଦେଖା ବାଧାପ୍ରାପ୍ତ ହୋଇଥିଲା। ବିଭ୍ରାଟ ସତ୍ତ୍ୱେ ପୂର୍ବ ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି। ଏଥର ବାଣିଜ୍ୟ, ବିଜ୍ଞାନ ଓ କଳାକୁ ମିଶାଇ ପ୍ରାୟ ୩,୭୩,୦୦୦ ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story