ଆଠଗଡ଼: ଆଠଗଡ଼ ଓରଟେଲ୍ ଅଫିସ୍ରେ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର ରାତି ପ୍ରାୟ ୯ଟା ବେଳେ ଆଠଗଡ଼ ହେମମାଳପୁରଠାରେ ଥିବା ଓରଟେଲ୍ ଅଫିସରେ କିଛି ଦୁର୍ବୃତ୍ତ ପଶି ଭଙ୍ଗାରୁଜା କରିବା ସହ ବହୁ ଯନ୍ତ୍ରାଂଶ ଲୁଟ୍ କରି ନେଇଛନ୍ତି। ଅଫିସରେ ଥିବା ୩ ଜଣ କର୍ମଚାରୀଙ୍କୁ ଦୁର୍ବୃତ୍ତମାନେ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ଓରଟେଲ ଆଠଗଡରେ ବ୍ରଡବ୍ୟାଣ୍ଡ୍ ଓ କେବୁଲ୍ ଟିଭି ସେବା ଆରମ୍ଭ କରିବା ପରେ ସ୍ଥାନୀୟ କେବୁଲ୍ ଅପରେଟର ଇର୍ଷାନ୍ୱିତ ହୋଇ ଏପରି କରିଥିବା ଓଟେଲ୍ ପକ୍ଷରୁ ଅଭିଯୋଗ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।