DSC_1489
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର- ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି।
Advertisment
ଦକ୍ଷିଣ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଝାଡ଼ଖଣ୍ଡ ମୁହାଁ ହୋଇଛି। ଏହାର ପ୍ରଭାବରରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀ ପରାମର୍ଶ ଦିଆଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/08/DSC_1489-5.jpg)