ବିଧାନସଭା: ବିଭିନ୍ନ ବର୍ଗ ଶିକ୍ଷକଙ୍କ ସମସ୍ୟା ନେଇ ହୋଇପାରେ ଆଲୋଚନା

ଭୁବନେଶ୍ୱର: ଆଜି ବିଧାନସଭାରେ ବିଭିନ୍ନ ବର୍ଗ ଶିକ୍ଷକଙ୍କ ସମସ୍ୟା ନେଇ ଆଲୋଚନା ହୋଇପାରେ। ପ୍ରଶ୍ନକାଳରେ କୃଷି ଓ କୃଷକ ସଶକ୍ତିକରଣ, ସମବାୟ, ମହିଳା ଓ ଶିଶୁ ବିକାଶ, ମତ୍ସ୍ୟ ଓ ପଶୁ ସମ୍ପଦ, ଯୋଜନା ସଂଯୋଜନା ବିଭାଗ ସମ୍ପର୍କିତ ପ୍ରଶ୍ନ ଉପରେ ଆଲୋଚନା ହେବ। ସେହିପରି ଅପରାହ୍ନ ଅଧିବେଶନରେ ଗତକାଲି ଆଗତ ହୋଇଥିବା ଲେଖାନୁଦାନ ପ୍ରସ୍ତାବ ଉପରେ ଆଲୋଚନା ହେବ। ଆସନ୍ତାକାଲି ଏହା ପାରିତ ହେବ।

bidansabha

bidansabha

Rakesh Mallick
  • Published: Wednesday, 30 March 2016
  • Updated: 30 March 2016, 07:48 AM IST

Sports

Latest News

ଭୁବନେଶ୍ୱର: ଆଜି ବିଧାନସଭାରେ ବିଭିନ୍ନ ବର୍ଗ ଶିକ୍ଷକଙ୍କ ସମସ୍ୟା ନେଇ ଆଲୋଚନା ହୋଇପାରେ। ପ୍ରଶ୍ନକାଳରେ କୃଷି ଓ କୃଷକ ସଶକ୍ତିକରଣ, ସମବାୟ, ମହିଳା ଓ ଶିଶୁ ବିକାଶ, ମତ୍ସ୍ୟ ଓ ପଶୁ ସମ୍ପଦ, ଯୋଜନା ସଂଯୋଜନା ବିଭାଗ ସମ୍ପର୍କିତ ପ୍ରଶ୍ନ ଉପରେ ଆଲୋଚନା ହେବ। ସେହିପରି ଅପରାହ୍ନ ଅଧିବେଶନରେ ଗତକାଲି ଆଗତ ହୋଇଥିବା ଲେଖାନୁଦାନ ପ୍ରସ୍ତାବ ଉପରେ ଆଲୋଚନା ହେବ। ଆସନ୍ତାକାଲି ଏହା ପାରିତ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos