ରାସ୍ତାକଡ଼କୁ ଓଲଟି ପଡ଼ିଲା ବସ୍‌, ୧୫ ଯାତ୍ରୀ ଆହତ

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧାର ଜାଗୁଳେଇ ପାଟଣା ଠାରେ ଏକ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବସ୍‌ଟି ଭୁବନେଶ୍ୱରରୁ ନୟାଗଡ଼ ଯାଉଥିଲା। ଦୁର୍ଘଟଣାଗ୍ରସ୍ତ ବସ୍‌ ଭିତରୁ ଅଗ୍ନିଶମ ବିଭାଗ ଓ ପୁଲିସ୍‌ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଓ ହେଲପର୍‌ ଫେରାର୍ ହୋଇଯାଇଛନ୍ତି।

bus-accident

bus-accident

Jitendra Garnayak
  • Published: Monday, 10 June 2019
  • Updated: 10 June 2019, 03:16 PM IST

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧାର ଜାଗୁଳେଇ ପାଟଣା ଠାରେ ଏକ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବସ୍‌ଟି ଭୁବନେଶ୍ୱରରୁ ନୟାଗଡ଼ ଯାଉଥିଲା। ଦୁର୍ଘଟଣାଗ୍ରସ୍ତ ବସ୍‌ ଭିତରୁ ଅଗ୍ନିଶମ ବିଭାଗ ଓ ପୁଲିସ୍‌ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଓ ହେଲପର୍‌ ଫେରାର୍ ହୋଇଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos