ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ଭୋଟ ଗ୍ରହଣ ହେବ । ନଭେମ୍ବର ୧୦ରେ ଭୋଟ ଗଣତି ହେବ। ଏଥିନିମନ୍ତେ ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ। ଅକ୍ଟୋବର ୧୭ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯିବ।

Vote

Niharika Rout
  • Published: Tuesday, 29 September 2020
  • , Updated: 29 September 2020, 02:01 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ଭୋଟ ଗ୍ରହଣ ହେବ । ନଭେମ୍ବର ୧୦ରେ ଭୋଟ ଗଣତି ହେବ।

ଏଥିନିମନ୍ତେ ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ। ଅକ୍ଟୋବର ୧୭ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୧୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯିବ।

Related story