ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ। ଏହି ଅବସରରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା କୋଭିଡ ଟିକାକରଣର ପ୍ରଥମ ଡୋଜ ନେଇଛନ୍ତି।
ନୂଆଦିଲ୍ଲୀସ୍ଥିତ ଆଶ୍ଳୋକ ହସ୍ପିଟାଲଠାରେ ଶ୍ରୀ ପଣ୍ଡା ଏହି ଡୋଜ ନେଇଛନ୍ତି। ଦେଶରେ ତଥା ରାଜ୍ୟରେ କରୋନା ସ୍ଥିତି ବେକାବୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଉଦବେଗ ପ୍ରକାଶ କରିଛନ୍ତି। ତେଣୁ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ଶ୍ରୀ ପଣ୍ଡା ଅନୁରୋଧ କରିଛନ୍ତି।
ଟିକାକରଣକୁ ନେଇ ଆଦୌ ଭୟଭୀତ ହେବା ଉଚିତ ନୁହେଁ। ଏହି ପ୍ରକ୍ରିୟା ଅତ୍ୟନ୍ତ ସୁରକ୍ଷିତ ଏବଂ କୁଶଳ । ତେଣୁ ଆଗାମୀ ଦିନରେ ଭାରତକୁ କୋଭିଡ ମୁକ୍ତ କରିବାକୁ ଶ୍ରୀ ପଣ୍ଡା ଆହ୍ୱାନ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।