କୋରାପୁଟ(ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ସେମିଳିଗୁଡା ପୁଲିସ ପକ୍ଷରୁ ୬ଲକ୍ଷ ଟଙ୍କାର ଗଂଜେଇ ଜବତ କରାଯାଇଛି। OD 02 D 2000 ବିଶିଷ୍ଟ ଇନୋଭା ରେ ଗଂଜେଇ ଚୋରା ଚାଲାଣ ଚାଲାଣ କରାଯାଉଥୁବା ବେଳେ ୨୬ ନଂ ଜାତୀୟ ରାଜପଥର ଡୋଳି ଆମ୍ବ ଛକ ନିକଟରେ ସେମିଳିଗୁଡା ପୋଲିସ ଜବତ କରିଛି। ୫କେଜି ଓଜନ ବିଶିଷ୍ଟ ୨୫ ଟି ଗଂଜେଇ ପ୍ୟାକେଟ ଜବତ କରିଛି ପୁଲିସ।
ପଟାଙ୍ଗି ପଟୁ ସେମିଳିଗୁଡା ଅଭିମୁଖେ ଆସୁଥୁବାବେଳେ ପୁଲିସ ହାତରେ ଧରାପଡିଥିଲେ ଗଂଜେଇ ଚୋରାଚାଲାଣକାରୀ। ଏହି ଘଟଣାରେ ପୁଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଗଂଜେଇ ମାଫିଆ ବାବୁଲା ଖରା ଅଛନ୍ତି। ଅନ୍ୟଜଣକ ହେଲେ ପଟାଙ୍ଗି ହାଟଗୁଡା ଗ୍ରାମର ନାରାୟଣ ସଗ୍ରୀ। ଏନେଇ ସେମିଳିଗୁଡା ଥାନା ଆଇଆଇସି ଧିରେନ ବେହେରା ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।