କଟକ: କଟକରେ ଆଜି ଆରମ୍ଭ ହୋଇଛି ଚିଟ୍ଫଣ୍ଡ୍ ସଂସ୍ଥା ରୋଜଭ୍ୟାଲିର ଆଂଶିକ ସମ୍ପତ୍ତି ନିଲାମୀ ପ୍ରକ୍ରିୟା। ଜବତ ରୋଜଭ୍ୟାଲି ସମ୍ପତ୍ତି ମୂଲ୍ୟ ୪କୋଟି ଟଙ୍କା ଆକଳନ କରାଯାଇଛି। ଇ-ନିଲାମ ମାଧ୍ୟମରେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱର ତହସିଲ ଓ ବାଲେଶ୍ୱର ଜିଲ୍ଲାର ନୀଳଗିରି ତହସିଲ ଅଧୀନରେ ଥିବା କିଛି ସମ୍ପତ୍ତି ନିଲାମ କରାଯାଉଛି। ଭୁବନେଶ୍ୱର ଉପକଣ୍ଠରେ ଥିବା ଏକ ଆପାର୍ଟମେଣ୍ଟର ୪ଟି ଫ୍ଳାଟ୍ ନିଲାମ ହେବ। କଟକର ଏକ କ୍ଷମତାପ୍ରାପ୍ତ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ନିଲାମୀ କରାଯାଉଛି।
ରାଜ୍ୟରେ ଲକ୍ଷ ଲକ୍ଷ ଟଙ୍କା ଚିଟଫଣ୍ଡ ଜମାକାରୀ ହତାଶ ହୋଇପଡ଼ିଥିବା ବେଳେ ଏବେ ସେମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।