୫ଟି ଗ୍ରୀଡ୍‌ ସବଷ୍ଟେସନ ଲୋକାର୍ପିତ, ୨ ଲକ୍ଷ ଲୋକ ଉପକୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତାସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏଥିପାଇଁ ରାଜ୍ୟ ସରକାର ୨୫୪କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରି କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡ଼ିସାହି ଓ ବହୁଗ୍ରାମରେ ଏହି ସବଷ୍ଟେସନ ନିର୍ମାଣ ହୋଇଛି। ଏହାଦ୍ୱାରା ୪ଟି ଜିଲ୍‌ଲାରେ ୨ଲକ୍ଷ ଲୋକ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଜନସାଧାରଣଙ୍କ […]

Grid Substation

Grid Substation

Ordigital Desk
  • Published: Monday, 16 January 2023
  • Updated: 16 January 2023, 10:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତାସମ୍ପନ୍ନ ଗ୍ରୀଡ୍ ସବଷ୍ଟେସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏଥିପାଇଁ ରାଜ୍ୟ ସରକାର ୨୫୪କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ।

ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରି କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡ଼ିସାହି ଓ ବହୁଗ୍ରାମରେ ଏହି ସବଷ୍ଟେସନ ନିର୍ମାଣ ହୋଇଛି। ଏହାଦ୍ୱାରା ୪ଟି ଜିଲ୍‌ଲାରେ ୨ଲକ୍ଷ ଲୋକ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତିି ପାଇଁ ଉତ୍ତମ ବିଦ୍ୟୁତଶକ୍ତିର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ସମ୍ପ୍ରସାରଣ ଓ ଆବଂଟନ ଭିତ୍ତିଭୂମିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଉଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବିଦ୍ୟୁତ ସମ୍ପ୍ରସାରଣ କ୍ଷେତ୍ରରେ ଏକ ଦୃଢ଼ ଭିତ୍ତିଭୂମିର ବିକାଶ କରାଯାଇ ଏବେସୁଦ୍ଧା ମୋଟ ୧୮୫ଟି ଏକ୍ସଟ୍ରା ହାଇ ଭୋଲଟେଜ୍ ଗ୍ରୀଡ ସବଷ୍ଟେସନ ଥିବାବେଳେ ୧୬ହଜାର ସର୍କିଟ କିଲୋମିଟର ନେଟୱାର୍କ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଓଡ଼ିଶା ବିଦ୍ୟୁତ ଶକ୍ତିରେ ଏକ ବଳକା ରାଜ୍ୟ ହୋଇପାରିଛି ।
ଏହି କାର୍ଯ୍ୟକ୍ରମରେ ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ରମେଶ ମାଝୀ, ବିଧାୟକ ପଦ୍ମନାଭ ବେହେରା ଓ ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story