ମେ’୨୧ରୁ ମନ୍ତ୍ରୀଙ୍କ କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମେ’୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚତୁର୍ଥ ପାଳିର ଦ୍ୱିତୀୟ ବର୍ଷ ପୂରଣ ହେବାକୁ ଯାଉଛି। ଏହି ଅବସରରେ ସେ ବିଭିନ୍ନ ବିଭାଗର ମନ୍ତ୍ରୀମାନଙ୍କ କାର୍ଯ୍ୟ ସମୀକ୍ଷା କରିବେ। ଏନେଇ ସେ ଆଜି ମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି। ୨୦୧୪ ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତିକୁ କେତେ ପାଳନ କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ତେବେ ତା’ପୂର୍ବରୁ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ନିଜ ନିଜ ବିଭାଗର ସଚିବମାନଙ୍କୁ ଡାକି ପ୍ରଥମେ ମନ୍ତ୍ରୀମାନେ ସେମାନଙ୍କର […]

cm

cm

Rakesh Mallick
  • Published: Thursday, 05 May 2016
  • Updated: 05 May 2016, 04:46 PM IST

Sports

Latest News

ଭୁବନେଶ୍ୱର: ମେ’୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚତୁର୍ଥ ପାଳିର ଦ୍ୱିତୀୟ ବର୍ଷ ପୂରଣ ହେବାକୁ ଯାଉଛି। ଏହି ଅବସରରେ ସେ ବିଭିନ୍ନ ବିଭାଗର ମନ୍ତ୍ରୀମାନଙ୍କ କାର୍ଯ୍ୟ ସମୀକ୍ଷା କରିବେ। ଏନେଇ ସେ ଆଜି ମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି।

୨୦୧୪ ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତିକୁ କେତେ ପାଳନ କରାଯାଇଛି ସେ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ତେବେ ତା’ପୂର୍ବରୁ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ନିଜ ନିଜ ବିଭାଗର ସଚିବମାନଙ୍କୁ ଡାକି ପ୍ରଥମେ ମନ୍ତ୍ରୀମାନେ ସେମାନଙ୍କର ବିଭାଗର କାର୍ଯ୍ୟ ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos