ବିଜେପିରେ ମିଶିଲେ କଂଗ୍ରେସ ଓ ବିଜେଡି ନେତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନ ତାରିଖ ଘୋଷଣା ହେବାର ଦିନକ ପରେ ବିଜେଡି ଓ କଂଗ୍ରେସର କିଛି ପ୍ରମୁଖ ନେତା ନିଜର ଶତାଧିକ ସମର୍ଥକଙ୍କ ସହ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । କଂଗ୍ରେସ ମୁଖପାତ୍ର ମନୋଜ ମହାପାତ୍ର, ସୁକିନ୍ଦାର ବରିଷ୍ଠ ବିଜେଡି ନେତା ଅମଳେନ୍ଦୁ ବେଉରା ଓ ଅନ୍ୟମାନେ ଆଜି ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଓ […]

bjp

bjp

Ordigital Desk
  • Published: Tuesday, 04 October 2022
  • Updated: 04 October 2022, 09:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନ ତାରିଖ ଘୋଷଣା ହେବାର ଦିନକ ପରେ ବିଜେଡି ଓ କଂଗ୍ରେସର କିଛି ପ୍ରମୁଖ ନେତା ନିଜର ଶତାଧିକ ସମର୍ଥକଙ୍କ ସହ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । କଂଗ୍ରେସ ମୁଖପାତ୍ର ମନୋଜ ମହାପାତ୍ର, ସୁକିନ୍ଦାର ବରିଷ୍ଠ ବିଜେଡି ନେତା ଅମଳେନ୍ଦୁ ବେଉରା ଓ ଅନ୍ୟମାନେ ଆଜି ବିଜେପିରେ ଯୋଗ ଦେଇଛନ୍ତି ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଏହି ନେତାମାନେ ବିଜେପିରେ ସାମିଲ ହୋଇଛନ୍ତି ।

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ସମାଲୋଚନା କରି ଦଳ ଛାଡ଼ିଥିବା କଂଗ୍ରେସ ମୁଖପାତ୍ର ମନୋଜ ମହାପାତ୍ର ଆଜି ନିଜର ସମର୍ଥକମାନଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ଯାଜପୁର ଜିଲ୍ଲା ସୁକିନ୍ଦା ଅଂଚଳର ବରିଷ୍ଠ ବିଜେଡି ନେତା ଅମଳେନ୍ଦୁ ବେଉରା ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଥିବାବେଳେ ଅବସରପ୍ରାପ୍ତ ପ୍ରଶାନିକ ଅଧିକାରୀ ସୁରଜ ମିଶ୍ର, ଶିକ୍ଷାବିତ୍ ପ୍ରୀତିପ୍ରତିଭା ଭୋଳ ଓ ଜ୍ୟୋର୍ତିବିଦ୍ ପବିତ୍ର ମୋହନ ମହାପାତ୍ର ମଧ୍ୟ ଆଜି ବିଜେପିରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇ ଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବା ସହ ଭବିଷ୍ୟତରେ ବିଜେପିର ସଙ୍ଗଠନ ଆହୁରି ମଜବୁତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଏହି ମିଶ୍ରଣ କାର୍ଯ୍ୟକ୍ରମରେ ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ଯାଜପୁର ଜିଲ୍ଲା ସଭାପତି ଗୌତମ ରାୟଙ୍କ ସମେତ ଗଣମାଧ୍ୟମ ମୁଖ୍ୟ ଦିଲ୍ଲୀପ ମଲ୍ଲିକ, ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ବଳସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story