‘କ୍ୟାଣ୍ଟ’ର ମୁକାବିଲା ପାଇଁ ଆଜି ବସିବ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘କ୍ୟାଣ୍ଟ’ର ମୁକାବିଲା ପାଇଁ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ବସିବ। ମୁଖ୍ୟଶାସନ ସଚିବ, ପୋଲିସ୍‌ ଡିଜି, ରାଜସ୍ୱ ମନ୍ତ୍ରୀଙ୍କ ସହ ଅନ୍ୟ ମନ୍ତ୍ରୀମାନେ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜସ୍ୱ, ଶକ୍ତି, ଖାଦ୍ୟ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ଜଳ ସମ୍ପଦ, ସ୍କୁଲ ଓ ଗଣଶିକ୍ଷା, କୃଷି ଓ ସମବାୟ ଆଦି ବିଭାଗର ସଚିବ, ଏନଡିଆରଏଫ୍, ଅଗ୍ନିଶମ, ଓଡ୍ରାଫ ଓ ଓସଡମାର ଅଧିକାରୀମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ […]

naveen-pattanik

naveen-pattanik

Rakesh Mallick
  • Published: Tuesday, 25 October 2016
  • Updated: 25 October 2016, 01:46 PM IST

Sports

Latest News

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘କ୍ୟାଣ୍ଟ’ର ମୁକାବିଲା ପାଇଁ ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ବସିବ। ମୁଖ୍ୟଶାସନ ସଚିବ, ପୋଲିସ୍‌ ଡିଜି, ରାଜସ୍ୱ ମନ୍ତ୍ରୀଙ୍କ ସହ ଅନ୍ୟ ମନ୍ତ୍ରୀମାନେ ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜସ୍ୱ, ଶକ୍ତି, ଖାଦ୍ୟ ଯୋଗାଣ, ଗ୍ରାମ୍ୟ ଉନ୍ନୟନ, ଜଳ ସମ୍ପଦ, ସ୍କୁଲ ଓ ଗଣଶିକ୍ଷା, କୃଷି ଓ ସମବାୟ ଆଦି ବିଭାଗର ସଚିବ, ଏନଡିଆରଏଫ୍, ଅଗ୍ନିଶମ, ଓଡ୍ରାଫ ଓ ଓସଡମାର ଅଧିକାରୀମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ। ବାତ୍ୟା ବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ସେମାନଙ୍କ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ବୈଠକରେ ଆଲୋଚନା ହେବ। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଉପକୂଳ ଜିଲ୍ଲା ସହ ଅନ୍ୟ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story