ପୂଜାରେ ଛେଚିବ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜାରେ ମାଡି ଆସୁଛି ପ୍ରବଳ ବର୍ଷା। ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ବିଭାଗୀୟ ସୂଚନା ମୁତାବକ, ଆସନ୍ତାକାଲି ୧୭ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, […]

wearther

wearther

Niranjan Mishra
  • Published: Sunday, 02 October 2022
  • Updated: 02 October 2022, 09:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜାରେ ମାଡି ଆସୁଛି ପ୍ରବଳ ବର୍ଷା। ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।

ବିଭାଗୀୟ ସୂଚନା ମୁତାବକ, ଆସନ୍ତାକାଲି ୧୭ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଂଜ, ଦେବଗଡ, ଅନୁଗୁଳ ଏବଂ ଢେଙ୍କାନାଳ।

ସେହିପରି ୪ ତାରିଖରେ ୧୩ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଗଜପତି, ଗଂଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୫ ତାରିଖରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

https://twitter.com/mcbbsr/status/1576501708452077570?s=20&t=WcmCLPksUtIPoC2DIlonmg

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story