ଭୁବନେଶ୍ୱର: ରବି ଫସଲ ଓ ଜଳସେଚନ ନେଇ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ସଚିବାଳୟରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜଳ ସମ୍ପଦ, ଶକ୍ତି ଓ କୃଷି ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆକ୍ସନ ପ୍ଲାନ୍ ଅନୁସାରେ ଦୁଇଟି ପର୍ଯ୍ୟାୟରେ ପଦକ୍ଷେପ ନେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଡିସେମ୍ୱର ୧୫ରୁ ମାର୍ଚ୍ଚ ୧୫ ଓ ଦ୍ୱିତୀୟ ପର୍ଯ୍ୟାୟରେ ମାର୍ଚ୍ଚ ୧୫ରୁ ଜୁନ୍ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ। ବିଭିନ୍ନ ଜଳଭଣ୍ଡାରରେ ଜଳ ସ୍ଥିତିକୁ ଦୃଷ୍ଟିରେ ରଖି ଚାଷ ଜମିକୁ ଜଳସେଚନ କରିବା ପାଇଁ ଜଳସମ୍ପଦ ଓ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଅଣଧାନ ଫସଲ ଉପରେ ଅଧିକ ଗୁରୁତ୍ୱ ଦେବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।