ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲାରେ ଥିବା କଳିଙ୍ଗନଗରକୁ ନ୍ୟାଶ୍ନାଲ୍ ଇନ୍ଭେଷ୍ଟମେଣ୍ଟ୍ ଆଣ୍ଡ୍ ମ୍ୟାନୁଫ୍ୟାକଚରିଂ ଜୋନ୍ ଭାବେ ସ୍ୱୀକୃତି ମିଳିଛି। କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହି ସ୍ଥାନକୁ ସଡ଼କ ପଥ, ରେଳ ପଥ ଏବଂ ଜଳପଥ ସୁବିଧା ଥିବାରୁ ଏଭଳି ମାନ୍ୟତା ଦିଆଯାଇଛି ବୋଲି ସେ କହିଛନ୍ତି।
ଦେଶର ମ୍ୟାନୁଫ୍ୟାକ୍ଚରିଂ କ୍ଷେତ୍ର ଭାବେ ଏହି ସ୍ଥାନ ଅନୁକୂଳ ବା ଉପଯୁକ୍ତ ବୋଲି ବିବେଚନା କରାଯାଇ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରର ସ୍ୱୀକୃତି ପାଇଁ ପ୍ରସ୍ତାବ ଦିଆଯାଇଥିଲା।
କଳିଙ୍ଗନଗର ସହ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଏବଂ ତେଲଙ୍ଗାନାର ସାନଗାରେଡିକୁ ଏନଆଇଏମ ଜୋନ୍ ଭାବେ ସ୍ୱୀକୃତି ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।