ସାଲେପୁର: କଟକ ଜିଲ୍ଲା ସାଲେପୁର ରାମେଶ୍ୱର ଆନନ୍ଦ ଆତ୍ମା ଆଶ୍ରମରେ ଜଣେ ଯୁବକଙ୍କୁ ପୋଡା ମୃତ ଦେହ ମିଳିବା ପରେ ସ୍ଥାନୀୟ ଲୋକେ ଆଶ୍ରମ ପରିସରରେ ଲଙ୍କାକାଣ୍ଡ ଭିଆଇଛନ୍ତି। ଗୋଟିଏ କାର୍ ଓ ସ୍କୁଟର ସହ ଆଶ୍ରମରେ ନିଆଁ ଲଗାଇ ଦେଇଛନ୍ତି। ଆଶ୍ରମ ପରିସରରେ ଉତ୍ତେଜନା ଲାଗି ରହିଛି। ପୋଲିସ ଆଶ୍ରମରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣକୁ ଆଣିଛି। ଆଶ୍ରମର ବାବାଙ୍କୁ ଥାନାରେ ଅଟକ ରଖାଯାଇଛି।
ମୃତ ଯୁବକ ଜଣକ ହେଲେ ଚାହାପଡା ଗାଁର ଅଶୋକ କୁମାର ପାତ୍ର। ତାଙ୍କୁ ପୋଡି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।