ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ୨୧ ବିଧାୟକଙ୍କୁ ସଂସଦୀୟ ସଚିବ ନିଯୁକ୍ତି କରିବା ମାମଲାରେ କେଜ୍ରିୱାଲ୍ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ଆଜି ଦିଲ୍ଲୀ ହାଇକୋର୍ଟ ୨୧ ସଂସଦୀୟ ସଚିବଙ୍କ ନିଯୁକ୍ତିକୁ ରଦ୍ଦ କରି ଦେଇଛନ୍ତି।
ସୂଚନାଯୋଗ୍ୟ, ଦିଲ୍ଲୀ ସରକାର ୧୩ ମାର୍ଚ୍ଚ ୨୦୧୫ରେ ଦଳର ୨୧ ବିଧାୟକଙ୍କୁ ସଂସଦୀୟ ସଚିବ କରିଥିଲେ। ଯାହା କୋର୍ଟରେ ଚ୍ୟାଲେଞ୍ଜ୍ କରାଯାଇଥିଲା।
ଏହାପୂର୍ବରୁ ଦିଲ୍ଲୀ ସରକାର ଦ୍ୱାରା ୨୧ ବିଧାୟକଙ୍କୁ ସଂସଦୀୟ ସଚିବ କରାଯାଇଥିବା ମାମଲା ଉପରେ କେନ୍ଦ୍ର ସରକାର କୋର୍ଟଙ୍କ ସପକ୍ଷରେ ମତ ସ୍ପଷ୍ଟ କରିଥିଲେ। ଆଇନ ଅନୁସାରେ ଦିଲ୍ଲୀରେ ୨୧ ସଂସଦୀୟ ସଚିବର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର କହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।