ଦୁବାଇ: ଗତ ଶୁକ୍ରବାର କୁୱେତର ରାଜଧାନୀ କୁୱେତ ସିଟି ସ୍ଥିତ ଏକ ସିଆ ମସଜିଦ୍ ଅଲ୍-ଇମାମ ଅଲ୍-ସାଦିକରେ ଆତ୍ମଘାତୀ ବିସ୍ଫୋରଣର କରିଥିବା ଆତଙ୍କୀର ପରିଚୟ ମିଳିଛି। ସେ ସାଉଦିର ନାଗରିକ। ତା’ ନାଁ ଫହାଦ ସୁଲିମାନ ଅବଦ୍ଦୁଲ-ମୁସେନ୍-ଅଲ୍-କାବା। କୁୱେତର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଛି ଏହି ସୂଚନା।
ଆତଙ୍କୀ ଫତାହ ସୁଲିମାନ ଶୁକ୍ରବାର (ଘଟଣା ଘଟିବା ଦିନ) ଭୋରରେ ଆସି କୁୱେତ ସିଟିରେ ପହଞ୍ଚିଥିଲେ। ତା’ର କେଇ ଘଣ୍ଟା ପରେ ସେ ଏହି ମସଜିଦ୍ ଭିତରକୁ ନିଜକୁ ବିସ୍ଫୋରଣ କରି ଉଡ଼ାଇ ଦେଇଥିଲେ। ମସଜିଦରେ ନମାଜ ଚାଲିଥିବା ବେଳେ ସେ ଏହି ବିସ୍ଫୋରଣ କରିଥିଲା। ସେତେବେଳେ ମସଜିଦ୍ ଭିତରେ ୨୦୦୦ ରୁ ଅଧିକ ଲୋକ ଥିଲେ। ବିସ୍ଫୋରଣରେ ୨୫ ଜଣ ପ୍ରାଣ ହରାଇଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।