ମହାରାଷ୍ଟ୍ର ସୁରକ୍ଷା ନେଇ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଫଡନାଭିସ

ମୁମ୍ବାଇ: ପ୍ୟାରିସରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ରାଜ୍ୟକୁ ସତର୍କ ରହିବାକୁ ପରାମର୍ଶ ଦେବା ପରେ ମୁଖ୍ୟମନ୍ତ୍ରୀ ଏହି ବୈଠକ ଡକାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଆଇନ ଓ ବ୍ୟବସ୍ଥା ଯୁଗ୍ମ କମିଶନର ଦେୱେନ ଭାରତୀ କହିଛନ୍ତି, ଆମର ସୁରକ୍ଷା ବ୍ୟବସ୍ଥା ଦୃଢ଼ ଅଛି। ପ୍ୟାରିସ […]

devendra-fadnavis-

devendra-fadnavis-

Rakesh Mallick
  • Published: Friday, 20 November 2015
  • Updated: 20 November 2015, 03:40 PM IST

Sports

Latest News

ମୁମ୍ବାଇ: ପ୍ୟାରିସରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ରାଜ୍ୟକୁ ସତର୍କ ରହିବାକୁ ପରାମର୍ଶ ଦେବା ପରେ ମୁଖ୍ୟମନ୍ତ୍ରୀ ଏହି ବୈଠକ ଡକାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ।

ଆଇନ ଓ ବ୍ୟବସ୍ଥା ଯୁଗ୍ମ କମିଶନର ଦେୱେନ ଭାରତୀ କହିଛନ୍ତି, ଆମର ସୁରକ୍ଷା ବ୍ୟବସ୍ଥା ଦୃଢ଼ ଅଛି। ପ୍ୟାରିସ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବଢାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଡାକିଥିବା ବୈଠକରେ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ  ଧ୍ୟାନ ଦେବାକୁ  ଆଲୋଚନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story