ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ନବୀନ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ଭୋଜନ ପାଇଁ ନବୀନଙ୍କୁ ନିମନ୍ତ୍ରଣ କରିଛନ୍ତି ରାଷ୍ଟ୍ରପତି। ଉଭୟଙ୍କ ମଧ୍ୟରେ ସାକ୍ଷାତ ବେଳେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି। ବିମୁଦ୍ରାକରଣ ପ୍ରସଙ୍ଗରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହେବାର ସମ୍ଭାବନା ରହିଛି।

naveen

Rakesh Mallick
  • Published: Friday, 06 January 2017
  • , Updated: 06 January 2017, 09:45 PM IST

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ଭୋଜନ ପାଇଁ ନବୀନଙ୍କୁ ନିମନ୍ତ୍ରଣ କରିଛନ୍ତି ରାଷ୍ଟ୍ରପତି।

ଉଭୟଙ୍କ ମଧ୍ୟରେ ସାକ୍ଷାତ ବେଳେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି। ବିମୁଦ୍ରାକରଣ ପ୍ରସଙ୍ଗରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହେବାର ସମ୍ଭାବନା ରହିଛି।

Related story