ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ମନୋଜ ସିହ୍ନା। ସେ କିଛି ସମୟ ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚି ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନକୁ ଯାଇଛନ୍ତି। ସେଠାରେ ପୂର୍ବତଟ ରେଳବାଇର ବିଭିନ୍ନ ପ୍ରକଳ୍ପ ଏବଂ କାର୍ଯ୍ୟ ସମୀକ୍ଷା କରୁଛନ୍ତି। ତାଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଶା ଗସ୍ତରେ ଆସିଛନ୍ତି। ଅପରାହ୍ନରେ ମନ୍ତ୍ରୀ ସିହ୍ନା ଜଟଣୀ ଯାଇ ସେଠାରେ ଥିବା ଇଷ୍ଟ କୋଷ୍ଟ ରେଲୱେ ମିକ୍ସଡ଼ ହାଇୟର୍ ସେକେଣ୍ଡାରୀ ସ୍କୁଲର ଶତବାର୍ଷିକୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମ ସମ୍ବିଧାନ, ଆମ ସମ୍ମାନ
ଭାରତୀୟ ସମ୍ବିଧାନ କ’ଣ ବୋଲି ବ୍ୟାଖ୍ୟା କରିବାକୁ ଯାଇ ସମ୍ବିଧାନ ପ୍ରଣୟନ କମିଟିର ମୁଖ୍ୟ ଡକ୍ଟର ଭୀମରାଓ ଆମ୍ବଦକର ଏକଦା କହିଥିଲେ, ‘ଏହା କେବଳ ଆଇନଜୀବୀର ନଥିପତ୍ର ନୁହେଁ, ଏହା ହେଉଛି ଜୀବନର ଯାନ ଏବଂ ଏହାର ଭାବ ହେଉଛି ସମୟର ଭାବ।’
Guest Column
ମହାରାଷ୍ଟ୍ରରେ ମହାୟୁତିର ମହାବିଜୟର କାରଣ କ’ଣ?
ରାଜନୈତିକ ଦଳମାନେ ନିଜନିଜର ଶକ୍ତିଶାଳୀ ଭୋଟବ୍ୟାଙ୍କ ଗଠନ ପାଇଁ ମହିଳା ସଶକ୍ତିକରଣ ନାମରେ ଭିନ୍ନ ଭିନ୍ନ ମହିଳା-କେନ୍ଦ୍ରିତ ଯୋଜନାଗୁଡ଼ିକୁ ଅଧିକରୁ ଅଧିକ ପ୍ରଣୟନ କରୁଥିବାର ଦେଖା ଯାଉଛି। ଏହା ଏଭଳି ଏକ ସଫଳ ରଣନୀତି, ଯାହା ସେମାନଙ୍କୁ କ୍ରମାଗତ ଭାବରେ ଲାଭ ମଧ୍ୟ ଦେଉଛି। ସଦ୍ୟ ସମ୍ପନ୍ନ ମହାରାଷ୍ଟ୍ର ଏବଂ ଝାରଖଣ୍ଡ ନିର୍ବାଚନରେ ମିଳିଥିବା ଭୋଟ୍ ଫଳାଫଳ ଉପରେ ମହିଳାମାନଙ୍କ ଭୂମିକା କେତେ ଅଧିକ, ତାହା ସ୍ପଷ୍ଟ ହୋଇ ଯାଇଛି।
National
ସୋଫା କାରଖାନାରେ ଭୀଷଣ ଅଗ୍ନିକାଣ୍ଡ, ଜଳିଗଲେ ୩ ଶ୍ରମିକ
ଶ୍ରମିକମାନେ ଶୋଇଥିବା ସମୟରେ କାରଖାନାରେ ଲାଗିଥିଲା ନିଆଁ।
National
ସମ୍ଭଲ ହିଂସାକୁ ନେଇ FIR, ମୁଖ୍ୟ ଅଭିଯୁକ୍ତ ସମାଜବାଦୀ ପାର୍ଟି ସାଂସଦ
ସମ୍ଭଲ ହିଂସାକୁ ନେଇ ରୁଜୁ ହୋଇଥିବା FIRରେ ସମାଜବାଦୀ ପାର୍ଟି ସାଂସଦ ଜିଆଉର ରହମାନଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି।