ରାଜଧାନୀରେ ଆଜି ୧୮୨ ଚିହ୍ନଟ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) ଆଜି ଭୁବନେଶ୍ୱରରେ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି BMCରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ବିଏମ୍‌ସି। ଅନ୍ୟପଟେ ଆଜି ରାଜ୍ୟରେ ଦିନକରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

corona

corona

Tapas Behera
  • Published: Saturday, 24 October 2020
  • Updated: 24 October 2020, 06:37 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) ଆଜି ଭୁବନେଶ୍ୱରରେ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି BMCରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।

ଅନ୍ୟପଟେ ଆଜି ରାଜ୍ୟରେ ଦିନକରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos