ଆସନ୍ତାକାଲି ପ୍ରକାଶ ପାଇବ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ ଫଳାଫଳ

ଭୁବନେଶ୍ୱର: ଆସନ୍ତାକାଲି ବିଧିବଦ୍ଧ ଭାବେ ପ୍ରକାଶ ପାଇବ ପଞ୍ଚାୟତ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ ଫଳାଫଳ। ରାଜ୍ୟର ସମସ୍ତ ବ୍ଲକ୍ ଅଫିସ୍‌ରେ ତାଲିକା କରାଯାଇ ଫଳାଫଳ ଘୋଷଣା କରାଯିବ। ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପ୍ରକ୍ରିୟା ସକାଳ ୯ଟାରୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଚଳିତ ନିର୍ବାଚନ ବେଳେ ଘଟିଥିବା […]

votebox

votebox

Rakesh Mallick
  • Published: Friday, 24 February 2017
  • Updated: 25 February 2017, 07:18 AM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲି ବିଧିବଦ୍ଧ ଭାବେ ପ୍ରକାଶ ପାଇବ ପଞ୍ଚାୟତ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ନିର୍ବାଚନ ଫଳାଫଳ। ରାଜ୍ୟର ସମସ୍ତ ବ୍ଲକ୍ ଅଫିସ୍‌ରେ ତାଲିକା କରାଯାଇ ଫଳାଫଳ ଘୋଷଣା କରାଯିବ। ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପ୍ରକ୍ରିୟା ସକାଳ ୯ଟାରୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଚଳିତ ନିର୍ବାଚନ ବେଳେ ଘଟିଥିବା ବିଶୃଙ୍ଖଳା ଓ ହିଂସାକୁ ଦୃଷ୍ଟିରେ ରଖି ସମସ୍ତ ବ୍ଲକ୍ କାର୍ଯ୍ୟାଳୟର ପ୍ରବେଶ ପଥଗୁଡ଼ିକରେ ବହୁ ସଂଖ୍ୟାରେ ପୋଲିସ୍ ମୁତୟନ କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତାକାଲି ଫଳାଫଳ ଘୋଷଣା କରାଯିବା ପରେ ମାର୍ଚ୍ଚ ୨ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଫଳାଫଳ ପୁସ୍ତିକା ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story