ଗୋଟିଏ ମିସଡ୍ କଲ୍ ଦେଲେ ଘରେ ପହଂଚିବ ଗ୍ୟାସ, ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ସମେତ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିଜିଟାଲ ଇଣ୍ଡିଆର ଉପହାର ଅନ୍ତର୍ଗତ ଗୋଟିଏ ମିସଡ୍ କଲରେ ଗ୍ୟାସ ରିଫିଲ ବୁକିଂ ସେବା ପ୍ରଦାନ କାର୍ଯ୍ୟକ୍ରମକୁ ଆଜି ନୂଆବର୍ଷରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଛନ୍ତି। ଆଜି ଭୁବନେଶ୍ୱରରେ ଇଣ୍ଡିଆନ ଅଏଲ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଭୁବନେଶ୍ୱର ସମେତ ସମଗ୍ର ଦେଶରେ ଇଣ୍ଡିଆନ ଅଏଲର ଉପଭୋକ୍ତାଙ୍କ ପାଇଁ ରନ୍ଧନ ଗ୍ୟାସ ରିଫିଲ ବୁକିଂ ଏବଂ […]

gas

gas

Tapas Behera
  • Published: Friday, 01 January 2021
  • Updated: 01 January 2021, 09:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱର ସମେତ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିଜିଟାଲ ଇଣ୍ଡିଆର ଉପହାର ଅନ୍ତର୍ଗତ ଗୋଟିଏ ମିସଡ୍ କଲରେ ଗ୍ୟାସ ରିଫିଲ ବୁକିଂ ସେବା ପ୍ରଦାନ କାର୍ଯ୍ୟକ୍ରମକୁ ଆଜି ନୂଆବର୍ଷରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିଛନ୍ତି।
ଆଜି ଭୁବନେଶ୍ୱରରେ ଇଣ୍ଡିଆନ ଅଏଲ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଭୁବନେଶ୍ୱର ସମେତ ସମଗ୍ର ଦେଶରେ ଇଣ୍ଡିଆନ ଅଏଲର ଉପଭୋକ୍ତାଙ୍କ ପାଇଁ ରନ୍ଧନ ଗ୍ୟାସ ରିଫିଲ ବୁକିଂ ଏବଂ କେବଳ ଭୁବନେଶ୍ୱରରେ ନୂତନ ଗ୍ୟାସ ସଂଯୋଗର ପଞ୍ଜୀକରଣ ନିମନ୍ତେ ମିସଡ୍ କଲ୍ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି ସୁବିଧା ଉପଲବ୍ଧ ଫଳରେ ଇଣ୍ଡିଆନ ଅଏଲର ଉପଭୋକ୍ତାମାନେ ଏଣିକି ମୋବାଇଲ ଫୋନରୁ ୮୪୫୪୯୫୫୫୫୫ ନମ୍ବରରେ ଗୋଟିଏ ମିସଡ୍ କଲ୍ ଦେଲେ ଘରେ ଗ୍ୟାସ ପହଁଚିଯିବ ଓ ନୂଆ ଗ୍ୟାସ ସଂଯୋଗ ପାଇଁ ପଞ୍ଜିକରଣ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ଇଜ୍ ଅଫ୍ ଲିଭିଂକୁ ପ୍ରଧାନମନ୍ତ୍ରୀ ମୋଦି ସର୍ବାଧିକ ପ୍ରାଥମିକତା ଦେଇଥିବାବେଳେ ଆଜି ଭୁବନେଶ୍ୱରରୁ ରାଷ୍ଟ୍ରୀୟ ସୁବିଧାର ଉପଲବ୍ଧ ହେବା ଏହାର ବଡ଼ ଉଦାହରଣ। ଏହା ନୂଆବର୍ଷରେ ଭୁବନେଶ୍ୱର ଓ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଡ଼ିଜିଟାଲ ଉପହାର। ତେବେ ଖୁବଶୀଘ୍ର ଓଡ଼ିଶାରେ ସବୁ ଇଣ୍ଡେନର ଗ୍ରାହକମାନଙ୍କୁ ଏହି ମିସଡ୍ କଲ୍‌ରେ ଗ୍ୟାସ ପଞ୍ଜିକରଣ ସୁବିଧା ଉପଲବ୍ଧ କରାଯିବ ଏବଂ ଆଗାମୀ କିଛି ମାସରେ ଦେଶରେ ସୁବୁଠି ଏହି ଡିଜିଟାଲ ସୁବିଧା ଉପଲବ୍ଧ ହେବ ବୋଲି କହିଛନ୍ତି।  ପ୍ରଧାନମନ୍ତ୍ରୀ ମୋଦିଙ୍କ ଡ଼ିଜିଟାଲ ଇଣ୍ଡିଆ ନେଇ ଅନେକ ଲୋକ ପରିହାସ କରୁଥିବାବେଳେ ଏବେ ଗୋଟିଏ ସୁଇଚ୍ ଟିପିଲେ ଘରେ ଗ୍ୟାସ ପହଁଚିବା କେବଳ ଡ଼ିଜିଟାଲ ଇଣ୍ଡିଆରେ ହିଁ ସମ୍ଭବ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କେବଳ ସମ୍ପନ୍ନ ଘର ଲୋକଙ୍କ ପାଖରେ ଏହି ଅତ୍ୟାଧୁନିକ ସୁବିଧା ପହଁଚାଇବା ନୁହେଁ ବରଂ ଗରିବରୁ ଗରିବ ଲୋକଙ୍କ ପାଖରେ ମଧ୍ୟ ସମସ୍ତ ସୁବିଧା ପହଁଚାଇବା ଭାରତ ସରକାରଙ୍କ ଲକ୍ଷ୍ୟ। ମୋଦି ସରକାର ମହିଳାଙ୍କୁ ସର୍ବୋପରି ଗୁରୁତ୍ୱ ଦେଇଆସୁଛନ୍ତି। ସମସ୍ତଙ୍କ ଘରେ ଗ୍ୟାସ ଉପଲବ୍ଧ କରାଇବା ମହିଳାଙ୍କ ସ୍ୱାସ୍ଥ୍ୟ, ଜୀବନ ଓ ସେମାନଙ୍କ ପରିବାର ସହ ଜଡ଼ିତ। ପୂର୍ବ ସରକାରରେ ଓଡ଼ିଶାରେ ୧୦୦ରେ ହାରାହାରି ୨୨ ଜଣଙ୍କ ଘରେ ରନ୍ଧନ ଗ୍ୟାସ ଥିବାବେଳେ ଏବେ କିନ୍ତୁ ମୋଦି ସରକାରରେ ଏହା ବୃଦ୍ଧି ପାଇ ୮୦ ପ୍ରତିଶତରେ ପହଁଚିଛି। ଖୁବଶୀଘ୍ର ଏହାକୁ ଶତପ୍ରତିଶତ କରାଯିବ। ଏହା ହିଁ ମୋଦିଙ୍କ ସରକାରଙ୍କ ମହିଳାଙ୍କ ପ୍ରତି ଯୋଜନାର ବଳିଷ୍ଠ ପ୍ରମାଣ ବୋଲି ସେ କହିଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ସମେତ ଦେଶର ୭ଟି ବଡ଼ ସହର ଯଥା ଚେନ୍ନାଇ, ବାଙ୍ଗାଲୋର, ହାଇଦ୍ରାବାଦ, କୋଲକତା, କୋଚି, ଇନ୍ଦୋର ସହରରେ ଇଣ୍ଡିଆନ ଅଏଲ ଦ୍ୱାରା ବିକଶିତ ଦେଶର ପ୍ରଥମ ବିଶ୍ୱସ୍ତରୀୟ ପ୍ରିମିୟମ ଗ୍ରେଡ୍ ପେଟ୍ରୋଲ ‘ଅକ୍ଟେନ ୧୦୦’ ତଥା ଏକ୍ସପି ୧୦୦ର ପ୍ରଚଳନର ଶୁଭାରମ୍ଭ କରିଛନ୍ତିା ସେହିପରି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆସାମର ଦିଗବୋଇ ବିଶୋଧନାଗାରରୁ ‘ଏକ୍ସପି ୧୦୦’ର ପ୍ରଥମ ବ୍ୟାଚକୁ ସବୁଜ ପତକା ପ୍ରଦର୍ଶନ ଦ୍ୱାରା ଶୁଭାରମ୍ଭ ମଧ୍ୟ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story