ଦ୍ୱିତୀୟ ଡୋଜ ଅପେକ୍ଷାରତଙ୍କୁ ପ୍ରାଥମିକତା: ସ୍ୱାସ୍ଥ୍ୟ ଏସିଏସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟିକାକରଣ ସଂପର୍କରେ ସ୍ୱାସ୍ଥ୍ୟ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭% ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଓ ୮୭%କୁ ୨ୟ ଡୋଜ୍ ଦିଆଗଲାଣି। ସମ୍ମୁଖ ଯୋଦ୍ଧାଙ୍କ ମଧ୍ୟରେ ପ୍ରଥମ ଡୋଜ୍ ୯୭%, ୨ୟ ଡୋଜ୍ ୮୫% ନେଇସାରିଲେଣି। ରାଜ୍ୟରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବର୍ଗରେ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ୧ କୋଟି ୧୬ ଲକ୍ଷ ଲୋକଙ୍କ ମଧ୍ୟରୁ ୪୩.୫୫ ଲକ୍ଷ ପ୍ରଥମ ଡୋଜ୍ ନେଲେଣି। ସେମାନଙ୍କ ମଧ୍ୟରୁ ୨୩ […]

Pradipta Mohapatra

Pradipta Mohapatra

Tapas Behera
  • Published: Thursday, 06 May 2021
  • Updated: 06 May 2021, 05:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟିକାକରଣ ସଂପର୍କରେ ସ୍ୱାସ୍ଥ୍ୟ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭% ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଓ ୮୭%କୁ ୨ୟ ଡୋଜ୍ ଦିଆଗଲାଣି। ସମ୍ମୁଖ ଯୋଦ୍ଧାଙ୍କ ମଧ୍ୟରେ ପ୍ରଥମ ଡୋଜ୍ ୯୭%, ୨ୟ ଡୋଜ୍ ୮୫% ନେଇସାରିଲେଣି। ରାଜ୍ୟରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ବର୍ଗରେ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ୧ କୋଟି ୧୬ ଲକ୍ଷ ଲୋକଙ୍କ ମଧ୍ୟରୁ ୪୩.୫୫ ଲକ୍ଷ ପ୍ରଥମ ଡୋଜ୍ ନେଲେଣି। ସେମାନଙ୍କ ମଧ୍ୟରୁ ୨୩ ଲକ୍ଷ ୪୩ ହଜାର ଲୋକଙ୍କ ୨ୟ ଡୋଜ୍ ଟାଇମ ହୋଇଗଲାଣି।

୨ୟ ଡୋଜ୍ ଆମେ ଏଯାଏ ୫ ଲକ୍ଷ ୯୬ ହଜାର ଲୋକଙ୍କୁ ଦେଲୁଣି। ଏଯାଏ ପାଖାପାଖି ୧୭ ଲକ୍ଷ ଲୋକଙ୍କ ୨ୟ ଡୋଜ୍ ଡିଉ ହେଉଛି। କୋଭାକ୍ସିନ ଟିକା କେବଳ ଭୁବନେଶ୍ୱର ମହାନଗର ଅଞ୍ଚଳରେ ଦିଆଯାଉଛି। କୋଭାକ୍ସିନ ଟିକା ୨ୟ ଡୋଜ୍ ଦେବାରେ ଏଯାଏ କିଛି ସମସ୍ୟା ନାହିଁ। ଘରୋଇ ହସ୍ପିଟାଲରେ ୧ମ ଡୋଜ୍ ନେଇଥିଲେ, ସରକାରୀ ହସ୍ପିଟାଲରୁ ୨ୟ ଡୋଜ୍ ନେଇପାରିବେ। ସରକାରୀ ହସ୍ପିଟାଲରୁ ମାଗଣାରେ ୨ୟ ଡୋଜ୍ ଟିକା ନେଇପାରିବେ। ଏପ୍ରିଲ ୩୦ ସୁଦ୍ଧା ଘରୋଇ ହସ୍ପିଟାଲରେ ୧ମ ଡୋଜ୍ ନେଇଥିଲେ, ୨ୟ ଡୋଜ୍ ମାଗଣାରେ ନେଇପାରିବେ।

BMC ଛାଡ଼ି ୩୦ ଜିଲ୍ଲାରେ କୋଭିସିଲଡ ଟିକା ଦିଆଯାଉଥିବାରୁ ସମସ୍ୟା ଉପୁଜିଛି। ଆମେ ତୁରନ୍ତ ୧୫ ଲକ୍ଷ ଡୋଜ୍ ଟିକା ଦେବାକୁ କେନ୍ଦ୍ରକୁ ନିବେଦନ କରିଛୁ। ଯେଉଁମାନେ ୨ୟ ଡୋଜ୍ ଅପେକ୍ଷାରେ ଅଛନ୍ତି, ସେମାନଙ୍କୁ ପ୍ରଥମେ ଦିଆଯିବ।

ସେମାନଙ୍କ ଛଡ଼ା କୌଣସି ନୂଆ ଲୋକଙ୍କୁ ପ୍ରଥମ ଡୋଜ୍ ଏବେ ଦିଆଯିବନି। ଏସିଏସ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଯେ, ଟିକା ଉତ୍ପାଦନ, ନିୟନ୍ତ୍ରଣ କେନ୍ଦ୍ର ହାତରେ।  ସିଏ ଯାହା ଦେବେ ଆମେ ଦେବୁ। ପ୍ରଥମ ଡୋଜ୍ ନେବାକୁ ଥିବା ବ୍ୟକ୍ତିଙ୍କୁ ଅପେକ୍ଷା କରିବାକୁ ଅନୁରୋଧ କଲେ ACS। ୧୮ରୁ ୪୪ ବର୍ଗର ଲୋକଙ୍କୁ ଏବେ କେବଳ ରେଜିଷ୍ଟ୍ରେସନ କରିବାକୁ ପଡ଼ିବ। କୋଭାକ୍ସିନ ଆସିଛି  ଦିଆଯାଉଛି। କୋଭିସିଲ୍ଡ ଆସିନି। ଆସିଲେ ଦିଆଯିବ।ଟିକା ପାଇଁ ଅର୍ଡର ଦିଆଯାଇଛି । ଟିକା ପହଞ୍ଚିଲେ ସେମାନଙ୍କୁ ଦିଆଯିବ ବୋଲି ACS କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story