ପୁରୀ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅଙ୍ଗନୱାଡି କର୍ମୀଙ୍କ ଦାବିପତ୍ର

ପୁରୀ: ୨୦ଦଫ। ଦାବି ନେଇ ଆଜି ପୁରୀରେ ଅଲ ଓଡିଶା ଅଙ୍ଗନୱାଡି ଲେଡିଜ ୱାର୍କରସ ଆସୋସିଏସନ ତାରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପ୍ରତ ପ୍ରଦାନ କରାଯାଇଛି। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନୱାବାଡି ଆସୋସିଏସନର ଶତାଧିକ କର୍ମୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରିବା ସହ ଦାବିପତ୍ର ପ୍ରଦାନ କରିଥିଲେ। ଅଙ୍ଗନୱାଡି କର୍ମଚାରୀଙ୍କୁ ସରକାରୀ ମାନ୍ୟତା, ନ୍ୟୁନତମ ୧୫ହଜାର ଟଙ୍କ।, କେନ୍ଦ୍ରର ସ୍ଥାୟୀ ଗୃହ ସହ […]

puri1

puri1

Rakesh Mallick
  • Published: Monday, 16 November 2015
  • Updated: 16 November 2015, 03:46 PM IST

Sports

Latest News

ପୁରୀ: ୨୦ଦଫ। ଦାବି ନେଇ ଆଜି ପୁରୀରେ ଅଲ ଓଡିଶା ଅଙ୍ଗନୱାଡି ଲେଡିଜ ୱାର୍କରସ ଆସୋସିଏସନ ତାରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପ୍ରତ ପ୍ରଦାନ କରାଯାଇଛି। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନୱାବାଡି ଆସୋସିଏସନର ଶତାଧିକ କର୍ମୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରିବା ସହ ଦାବିପତ୍ର ପ୍ରଦାନ କରିଥିଲେ। ଅଙ୍ଗନୱାଡି କର୍ମଚାରୀଙ୍କୁ ସରକାରୀ ମାନ୍ୟତା, ନ୍ୟୁନତମ ୧୫ହଜାର ଟଙ୍କ।, କେନ୍ଦ୍ରର ସ୍ଥାୟୀ ଗୃହ ସହ କର୍ମଚାରୀଙ୍କ ପାଇଁ ବାସଗୃହ, ସହରାଞ୍ଚଳ କର୍ମଚାରୀଙ୍କ ପାଇଁ ଟିଏ ଡିଏ ପ୍ରଦାନ ପାଇଁ ଦାବି କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story