ପୁରୀ: ୨୦ଦଫ। ଦାବି ନେଇ ଆଜି ପୁରୀରେ ଅଲ ଓଡିଶା ଅଙ୍ଗନୱାଡି ଲେଡିଜ ୱାର୍କରସ ଆସୋସିଏସନ ତାରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପ୍ରତ ପ୍ରଦାନ କରାଯାଇଛି। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଙ୍ଗନୱାବାଡି ଆସୋସିଏସନର ଶତାଧିକ କର୍ମୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରୁ ଶୋଭାଯାତ୍ରାରେ ବାହାରି ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରିବା ସହ ଦାବିପତ୍ର ପ୍ରଦାନ କରିଥିଲେ। ଅଙ୍ଗନୱାଡି କର୍ମଚାରୀଙ୍କୁ ସରକାରୀ ମାନ୍ୟତା, ନ୍ୟୁନତମ ୧୫ହଜାର ଟଙ୍କ।, କେନ୍ଦ୍ରର ସ୍ଥାୟୀ ଗୃହ ସହ କର୍ମଚାରୀଙ୍କ ପାଇଁ ବାସଗୃହ, ସହରାଞ୍ଚଳ କର୍ମଚାରୀଙ୍କ ପାଇଁ ଟିଏ ଡିଏ ପ୍ରଦାନ ପାଇଁ ଦାବି କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।