ନିର୍ବାଚନ ଲଢ଼ିବେ ଭୋଜପୁରୀ ଅଭିନେତା ରବି କିଷନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) ଏଥର ଲୋକସଭା ନିର୍ବାଚନ ଲଢ଼ିବେ ଭୋଜପୁରୀ ଫିଲ୍ମର ଲୋକପ୍ରିୟ ଅଭିନେତା ତଥା ବିଜେପି ନେତା ରବି କିଷନ। ତେବେ ସେ କେଉଁଠୁ ନିର୍ବାଚନ ଲଢ଼ିବେ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ସେ ଏହାର ନିଷ୍ପତ୍ତି ଦଳ ଉପରେ ଛାଡିଦେଇଛନ୍ତି। ଦେଶରେ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ୨୦୧୪ ତୁଳନାରେ ଅଧିକ ରହିଛି।  ବିଜେପି ପାତାଳରେ ନିର୍ବାଚନ ଲଢ଼ିଲେ ମଧ୍ୟ ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ବାଢ଼ିଛନ୍ତି ରବି କିଷନ। ସେ ନିର୍ବାଚନ ମଇଦାନକୁ […]

ravi-kishan_1-1468481827_83

ravi-kishan_1-1468481827_83

Biswobandita Swain
  • Published: Wednesday, 27 March 2019
  • Updated: 27 March 2019, 03:07 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) ଏଥର ଲୋକସଭା ନିର୍ବାଚନ ଲଢ଼ିବେ ଭୋଜପୁରୀ ଫିଲ୍ମର ଲୋକପ୍ରିୟ ଅଭିନେତା ତଥା ବିଜେପି ନେତା ରବି କିଷନ। ତେବେ ସେ କେଉଁଠୁ ନିର୍ବାଚନ ଲଢ଼ିବେ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ସେ ଏହାର ନିଷ୍ପତ୍ତି ଦଳ ଉପରେ ଛାଡିଦେଇଛନ୍ତି।

ଦେଶରେ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ୨୦୧୪ ତୁଳନାରେ ଅଧିକ ରହିଛି।  ବିଜେପି ପାତାଳରେ ନିର୍ବାଚନ ଲଢ଼ିଲେ ମଧ୍ୟ ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ବାଢ଼ିଛନ୍ତି ରବି କିଷନ। ସେ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ଥିବା କହିଛନ୍ତି ରବି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story