ରାଜ୍ୟରେ ଅଦିନିଆ ବର୍ଷା, ଆହୁରି ୨ ଦିନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ କେତେକ ଅଞ୍ଚଳରେ ଅଦିନିଆ ବର୍ଷା ହୋଇଛି। ପଶ୍ଚିମ ଓଡ଼ିଶା ସହିତ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି। ରାଉରକେଲାରେ ପାଗ ମେଘୁଆ ରହିବା ସହ ଗତକାଲି ଝିପିଝିପି ବର୍ଷା ହୋଇଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବି ବର୍ଷା ହୋଇଛି। ଗଂଜାମ, ଗଜପତି, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବ-ବିହାରରେ ଏକ ଘୂର୍ଣ୍ଣିବଳୟ […]

Odisha-Main

Odisha-Main

Tapas Behera
  • Published: Saturday, 09 February 2019
  • Updated: 09 February 2019, 08:45 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ କେତେକ ଅଞ୍ଚଳରେ ଅଦିନିଆ ବର୍ଷା ହୋଇଛି। ପଶ୍ଚିମ ଓଡ଼ିଶା ସହିତ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି। ରାଉରକେଲାରେ ପାଗ ମେଘୁଆ ରହିବା ସହ ଗତକାଲି ଝିପିଝିପି ବର୍ଷା ହୋଇଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବି ବର୍ଷା ହୋଇଛି।

ଗଂଜାମ, ଗଜପତି, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବ-ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ଆହୁରି ୨ ଦିନ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। କେନ୍ଦ୍ର ବର୍ଷା ପରେ ଥଣ୍ଡା ଆହୁରି ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story