ଭୁବନେଶ୍ୱର/ଭବାନୀପାଟଣା: କଳାହାଣ୍ଡି ସର୍ଦ୍ଦାର ରାଜା ମେଡ଼ିକାଲ୍ କଲେଜ ବିବାଦ ପ୍ରସଙ୍ଗରେ ଆଜି ଅପରାହ୍ଣରେ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି। ଏଥିରେ ଏମସିଆଇ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆଲୋଚନା ହେବ।
ଓଡ଼ିଶା ହାଇକୋର୍ଟ ଆଗରୁ ନଭେମ୍ୱର ୯ତାରିଖ ସୁଦ୍ଧା ବୈଠକ କରି ଏହି ପ୍ରସଙ୍ଗରେ ନିଷ୍ପତି ନେବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ନିର୍ଦ୍ଦେଶ ଦେଇଥିଲେ। ଏମସିଆଇ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଓ ରାଜ୍ୟ ସରକାର ମିଳିତ ଭାବେ ଆଲୋଚନା କରି ଏନେଇ ସମାଧାନର ବାଟ ବାହାର କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସର୍ଦ୍ଦାର ରାଜାସ ମେଡିକାଲ୍ କଲେଜର ୧୨୪ ଛାତ୍ରଛାତ୍ରୀ କେଉଁଠି ପଢିବେ ସେନେଇ ଗତ ୩ ମାସ ହେଲା ଦ୍ୱନ୍ଦ୍ୱ ଲାଗି ରହିଛି। ୧୫ ଜଣ ମ୍ୟାନେଜମେଣ୍ଟ କୋଟା ଓ ୧୦୯ ପିଲା ସରକାରୀ କୋଟାରେ ନାମ ଲେଖାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।