କଟକ: କଳାଧନ ମାମଲାର ତଦନ୍ତ ପ୍ରସଙ୍ଗ ନେଇ ଆଜି ଏସ୍ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ୍ ପଶାୟତଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ବୈଠକରେ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଅଛନ୍ତି।
ତେବେ ଆଜିର ବୈଠକରେ ରାଜ୍ୟର ବିବାଦୀୟ ବାବା ମାନଙ୍କ ସମ୍ପତ୍ତି ସଂପର୍କିତ ତଥ୍ୟ କ୍ରାଇମବ୍ରାଞ୍ଚ, ଇଡ଼ି, ସିବିଆଇ ଏବଂ ରାଜସ୍ୱ ବିଭାଗୀୟ ଅଧିକାରୀ ଦାଖଲ କରିପାରନ୍ତି ।
ସେହିପରି ରେଞ୍ଜଡ଼ା ମାଇନ୍ସ ପ୍ରସଙ୍ଗ, ଶିକ୍ଷା ଓ ଖଣି କ୍ଷେତ୍ରରେ କଳାଧନ ବିନିଯୋଗ ଆଦି ପ୍ରସଙ୍ଗ ନେଇ ମଧ୍ୟ ଏହି ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ କ୍ରାଇମବ୍ରାଞ୍ଚ, ସିବିଆଇ, ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଡାଇରେକ୍ଟ ଟ୍ୟାକ୍ସ, ଇନକମ୍ ଟ୍ୟାକ୍ସ, କମର୍ସିଆଲ ଟ୍ୟାକ୍ସର ଅଧିକାରୀ ପ୍ରମୁଖ ଯୋଗ ଦେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।