ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ; ୱେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ଦିନ ୧୧ରେ ସିଏଚ୍‌ଏସ୍‌ଇ ୱେବସାଇଟ୍‌ www.chseodisha.nic.in ଓ www.odisharesult.nic.in ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଘୋଷଣା କରିଛନ୍ତି। ଚଳିତବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ୍‌ ୨,୮୦,୭୦୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ବିଜ୍ଞାନରେ ୯୦,୯୯୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

CHSE

Rakesh Mallick
  • Published: Friday, 12 May 2017
  • , Updated: 12 May 2017, 11:41 AM IST

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ଦିନ ୧୧ରେ ସିଏଚ୍‌ଏସ୍‌ଇ ୱେବସାଇଟ୍‌ www.chseodisha.nic.in www.odisharesult.nic.in ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଘୋଷଣା କରିଛନ୍ତି।

ଚଳିତବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ୍‌ ୨,୮୦,୭୦୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ବିଜ୍ଞାନରେ ୯୦,୯୯୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Related story