୩୦ ମାର୍ଚ୍ଚ, ମଙ୍ଗଳବାର: ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି

ମେଷ: ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ। ବୃଷ: ସମସ୍ତ ଚିନ୍ତାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଲୋକମାନେ ଆପଣଙ୍କ କଥା ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର- ମାଆ ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ। ମିଥୁନ: ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ତ୍ତବ୍ୟ […]

Horoscope

Horoscope

Madhupriya Mistry
  • Published: Tuesday, 30 March 2021
  • Updated: 30 March 2021, 07:48 AM IST

Sports

Latest News

ମେଷ: ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ବୃଷ: ସମସ୍ତ ଚିନ୍ତାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଲୋକମାନେ ଆପଣଙ୍କ କଥା ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର- ମାଆ ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ: ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ତ୍ତବ୍ୟ ସାଧନକୁ ଭଗବତ ସେବା ଭଳି ମାନ୍ୟତା ଦେଲେ ବ୍ୟବସାୟ କ୍ଷେତ୍ରରେ ମନ ଲାଗିବ। ବାଧାବିଘ୍ନକୁ ପଛରେ ପକାଇ ଆଗକୁ ବଢ଼ିବା ପାଇଁ ଚେଷ୍ଟା କରିବେ। ପ୍ରତିକାର- ଦହି ଚିନି ଖାଇ ଘରୁ ବାହାରନ୍ତୁ।

କର୍କଟ: ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ: ଶିକ୍ଷାକ୍ଷେତ୍ରରେ ପ୍ରଶଂସା ପାଇବେ। ସରକାରୀ କାର୍ଯ୍ୟରେ ସଫଳତା ପାଇ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହୋଇ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର- କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା: ରୋଜଗାର ସମସ୍ୟା ସୁଧୁରି ଯାଇ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଲୋକସମ୍ପର୍କ ଓ ଆତ୍ମସନ୍ତୋଷ ବଢ଼ିବ। ଭାତ୍ରୁ ବିବାଦ ଓ ଘର ଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହୋଇପାରେ। ପ୍ରତିକାର- ମାଦକ ଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ସାମ୍ବାଦିକମାନେ ପ୍ରଶଂସିତ ହେବେ। ମାନସିକ ଦୁଃଶ୍ଚିନ୍ତା, ଶତ୍ରୁବାଧା ଦୂରେଇ  ଯାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶାଇ ମୁଣ୍ଡରେ ଲଗାନ୍ତୁ।

ବିଛା: ସନ୍ତାନଙ୍କ କଥାକୁ ରକ୍ଷା କରି ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଶତ୍ରୁମାନେ ମଥା ନତ କରିବା ଫଳରେ ସହକର୍ମୀଙ୍କ ସହ ଶତ୍ରୁତା ଦୂର ହୋଇଯିବ। ଅତ୍ୟଧିକ କାର୍ଯ୍ୟ ଚାପ ସ୍ୱୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ରାଜକୀୟ ମାମଲାରେ ସଫଳତା ମିଳିବ। ସହକର୍ମୀଙ୍କ ସହ ବିବାଦର ସମାଧାନ କରିପାରିବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର: ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର- ଗାଈକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

କୁମ୍ଭ: ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ଉପଯୋଗ କରିବେ। ଅଧିକାରୀ କାମରେ ପ୍ରସନ୍ନ ରହିଲେ ବି ମାନହାନି ହୋଇପାରେ। ପ୍ରତିକାର- ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ: ସାମାଜିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମ୍ବାଦିକମାନେ ଜନ ସମର୍ଥନ ପାଇ ସଫଳ ହେବେ। ବିଳାସ ବ୍ୟସନ ଖାଦ୍ୟପେୟ ପାଇ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିକାର- କୁଆ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story