ମଧ୍ୟରାତିରେ ଲାଲୁ ଯାଦବଙ୍କୁ କିଏ ଦେଲା ଲାଲ ଗୋଲାପ ଫୁଲ ତୋଡ଼ା? ସୋସିଆଲ୍ ମିଡିଆରେ ପୋଷ୍ଟ୍‌ ହୋଇଛି ଫଟୋ

ନୂଆଦିଲ୍ଲୀ: ଆଜି ହେଉଛି ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଜନ୍ମଦିନ। ଆଜି ସେ ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ରାତି ୧୨ଟାରେ ସେ ପରିବାର ଲୋକଙ୍କ ସହିତ କେକ୍ କାଟି ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ତାଙ୍କ ପତ୍ନୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡ଼ି ଦେବୀ ତାଙ୍କୁ ଗୋଲାପ ଫୁଲର ତୋଡ଼ା ଦେଇ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ଲାଲୁଙ୍କ ପୁଅ ତଥା ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ସୋସିଆଲ୍ […]

lalu

lalu

Rakesh Mallick
  • Published: Sunday, 11 June 2017
  • Updated: 11 June 2017, 11:44 AM IST

Sports

Latest News

ନୂଆଦିଲ୍ଲୀ: ଆଜି ହେଉଛି ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଜନ୍ମଦିନ। ଆଜି ସେ ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ରାତି ୧୨ଟାରେ ସେ ପରିବାର ଲୋକଙ୍କ ସହିତ କେକ୍ କାଟି ଜନ୍ମଦିନ ପାଳନ କରିଥିଲେ।

ଏହି ଅବସରରେ ତାଙ୍କ ପତ୍ନୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବିଡ଼ି ଦେବୀ ତାଙ୍କୁ ଗୋଲାପ ଫୁଲର ତୋଡ଼ା ଦେଇ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।

laluଲାଲୁଙ୍କ ପୁଅ ତଥା ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ସୋସିଆଲ୍ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story