ସ୍ବାମୀ-ସ୍ତ୍ରୀଙ୍କ ପାରିବାରିକ ବିବାଦ କୋର୍ଟରେ ବିଚାରଧୀନ ଥିବା ବେଳେ ଦ୍ବିତୀୟ ବିବାହ କରୁଥିଲେ ସ୍ବାମୀ। ପୁଣି ପ୍ରଥମ ପତ୍ନୀଙ୍କ କୋଳରେ ଦୁଇ ଦୁଇଟି ଛୁଆ। ଯେତେବେଳେ ସ୍ବାମୀଙ୍କ ବାହାଘର ଆଖି ସାମ୍ନାରେ ଚାଲିଛି, ସେତେବେଳେ ଜଣେ ସ୍ତ୍ରୀର ହୃଦୟ ଜଳୁଛି। ସମ୍ବଲପୁର ଜିଲ୍ଲା ଗୁରୁପଡାସ୍ଥିତ ବିବାହ ମଣ୍ଡପରେ ବାହାଘରର ସମସ୍ତ ଆୟୋଜନ ଚାଲିଥିବା କୁହାଯାଉଛି।
https://youtu.be/orHopPWCw5M
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଶୁଶାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ। ଶୁଣାଣିରେ ସାମୟିକ ରୋକ୍ ଲଗାଇବା ପାଇଁ କେଜ୍ରିୱାଲଙ୍କ ପକ୍ଷରୁ ପିଟିସନ ଦାଖଲ କରାଯାଇଥିଲା।
National
ଆଦାନୀ ଗ୍ରୁପକୁ ବଡ଼ ଝଟକା: ୭୩୬ ମିଲିୟନ ଡଲାରର ଡିଲ୍ ବାତିଲ କଲା ଏହି ଦେଶ
ଆଦାନୀ ଗ୍ରୁପ ସହ ୭୩୬ ମିଲିୟନ ଡଲାରର ଡିଲକୁ ବାତିଲ କରିଛି କେନିୟା।
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Politics
'ବିଜେପି ନୁହେଁ, କଂଗ୍ରେସ ଶାସିତ ରାଜ୍ୟରେ ନିବେଶ କରୁଥିଲେ ଆଦାନୀ'
ଗୌତମ ଆଦାନୀ ଲାଞ୍ଚ ମାମଲାରେ ରାହୁଲଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। ଆମେରିକା କୋର୍ଟଙ୍କ ଅଭିଯୋଗରେ ଦର୍ଶାଯାଇଥିବା ୪ଟି ରାଜ୍ୟ ମଧ୍ୟରୁ କୌଣସି ଗୋଟିଏ ରାଜ୍ୟରେ ବିଜେପି ସରକାର ନଥିଲା।