କିଛି ବି ସମ୍ପତ୍ତି ତାଲିକା ଦେଉନାହାନ୍ତି ରାଜ୍ୟର ୧୦ ଆଇଏଏସ୍। ସର୍ବଭାରତୀୟ ସେବା ନିୟମାବଳୀକୁ ଖାତିର ନାହିଁ! ଏଚଆରଏମ୍ଏସ୍ ପୋର୍ଟାଲରେ ବି ଦେଉନାହାନ୍ତି ସମ୍ପତ୍ତି ତାଲିକା। ତେବେ ରାଜ୍ୟ ପୋର୍ଟାଲରେ ୧୨ରୁ ତାଲିକା ଦେଇଛନ୍ତି ୨ ବାବୁ। କୈଫିୟତ ମାଗୁନାହାନ୍ତି କେନ୍ଦ୍ର କିମ୍ବା ରାଜ୍ୟ ସରକାର?
https://youtu.be/44fiR_QiQLI
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୮ ଘଣ୍ଟାର ଡିଜିଟାଲ ଆରେଷ୍ଟ କରି ନେଇଗଲେ ୧୦ କୋଟି ଟଙ୍କା
ସାଇବର ଠକଙ୍କ ଡିଜାଟାଲ ଆରେଷ୍ଟର ଶିକାର ହୋଇ ସବୁ କିଛି ହରାଇଛନ୍ତି ଜଣେ ୭୨ ବର୍ଷୀୟ ଅବସରପ୍ରାପ୍ତ ଇଞ୍ଜିନିୟର।
National
୨ ଘଣ୍ଟା ଅପେକ୍ଷା କଲେ, ଦିଲ୍ଲୀରୁ ବିମାନ ଆସିବା ପରେ ଫେରିଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ରଧାନମନ୍ତ୍ରୀ ମୋଦି ଆଜି ଅପରାହ୍ନର ବିମାନରେ ବସିଥିବା ବେଳେ ଏହା ଦେଓଘର ଏୟାରପୋର୍ଟରୁ ଉଡ଼ାଣ ଭରିବାର ଥିଲା। କିନ୍ତୁ ହଠାତ୍ ବିମାନରେ ବୈଷୟିକ ତ୍ରୁଟି ଦେଖାଯାଇଥିଲା।
Crime
ସମାନ ସମୟରେ ମାଂସ ପାଇଁ ଯାଇଥିଲେ, କିନ୍ତୁ ଦୋକାନ ପାଖରେ ଜଣେ ଆଉ ଜଣଙ୍କୁ ହତ୍ୟା କଲେ
ମୀରଟର ୩୫ ବର୍ଷୀୟ ଶାହଜାଦଙ୍କୁ ସର୍ବସମ୍ମୁଖରେ ହତ୍ୟା କରାଯାଇଛି। ଶାହଜାଦ ଓ ଆଉ ଜଣେ ବ୍ୟକ୍ତି ଗୁରୁବାର ମଧ୍ୟାହ୍ନରେ ମାଂସ ଦୋକାନର ମାଲିକ ଗୁଲଜାରଙ୍କ ପାଖରେ ପହଞ୍ଚିଥିଲେ।
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।
National
୪୫ ମିନିଟ ଯାଏ ଅଟକି ରହିଲା ରାହୁଲ ଗାନ୍ଧିଙ୍କ ହେଲିକପ୍ଟର
ଦୀର୍ଘ ୪୫ ମିନିଟ ଧରି ଅପେକ୍ଷା କରିବା ପରେ ଶେଷରେ ରାହୁଲ ଗାନ୍ଧି ହେଲିକପ୍ଟର ଯୋଗେ ଉଡ଼ାଣ ଭରିଥିଲେ। ବିମାନ ହେଲିପ୍ୟାଡରେ ରହିଥିବା ବେଳେ ଏହା ମଧ୍ୟରେ ରାହୁଲ ଗାନ୍ଧି ମଧ୍ୟ ବସି ରହିଥିଲେ।