Advertisment

ଦଳଚକଟା ପରେ ସିଂହନାଥ ପୀଠରେ ୧୪୪ ଧାରା ଜାରି

ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ କଟକ ଜିଲ୍ଲା ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା। ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ ଉଠାଇ ଘରକୁ ପଳାଇବାକୁ ଦୋକାନୀମାନଙ୍କୁ କୁହାଯାଇଛି। ଏହା ସହିତ ସେଠାରେ ଅଧିକ ଫୋର୍ସ ମୁତୟନ କରାଯାଇଛି।

author-image
Manoj Swain

144