Advertisment
ଦଳଚକଟାରେ ଜଣଙ୍କ ମୃତ୍ୟୁ ଓ ଏକାଧିକ ଲୋକ ଆହତ ହେବା ପରେ କଟକ ଜିଲ୍ଲା ବଡ଼ମ୍ବାର ସିଂହନାଥ ପୀଠରେ ଜାରି ହୋଇଛି ୧୪୪ ଧାରା। ଆଜି ଓ ଆସନ୍ତାକାଲି ମନ୍ଦିରକୁ ନଆସିବାକୁ ଶ୍ରଦ୍ଧାଳୁଙ୍କୁ କୁହାଯାଇଛି। ସେହିପରି ମକର ମେଳାରେ ପଡ଼ିଥିବା ଦୋକାନ ଗୁଡ଼ିକୁ ଉଠାଇ ଘରକୁ ପଳାଇବାକୁ ଦୋକାନୀମାନଙ୍କୁ କୁହାଯାଇଛି। ଏହା ସହିତ ସେଠାରେ ଅଧିକ ଫୋର୍ସ ମୁତୟନ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2023/01/cuttack-3-e1673785674373.jpg)