କଥାରେ କୁହାଯାଏ, ହଜାରେ ଦୋଷୀ ବରଂ ଖସି ଯାଆନ୍ତୁ ଜଣେ ନିର୍ଦ୍ଦୋଶ ଦଣ୍ଡ ନପାଉ। ଆଉ ଏହି ଦୋଷ- ଦୋଷମୁକ୍ତର ଗୋଲକଧନ୍ଦା ଭିତରେ ଜଣେ ବ୍ୟକ୍ତିଙ୍କ ଯୌବନ ଓ ଜୀବନ ଜେଲର ଅନ୍ଧାର କୋଠରୀରେ କଟିଯାଇଛି। ଆଉ ଦୀର୍ଘ 19 ବର୍ଷ ପରେ ଯାହା କୋର୍ଟଙ୍କ ନିଷ୍ପତି ଆସିଛି, ସେଥିରେ ସେ ଯେତେ ଖୁସି, ତାଠୁ ଅଧିକ ଦୁଃଖି କହିଲେ ଭୁଲ ହେବ ନାହିଁ। କାରଣ, ଗୋଟିଏ ହତ୍ୟା ଅଭିଯୋଗର ଅଭିଯୁକ୍ତର 19 ବର୍ଷ ଜେଲରେ କଟିଯାଇଛି। ଏ ହେଉଛନ୍ତି ମୟୁରଭଞ୍ଜ ଜିଲ୍ଲା ଜଶିପୁର ଥାନା ବଳରାମପୁର ଗାଁର ହାବିଲ ସିନ୍ଧୁ।
https://www.youtube.com/watch?v=bybkxtiej5c
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।