Advertisment

ରାଷ୍ଟ୍ରପତି ଭବନରେ ୬୦ ଓଡ଼ିଆ

ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବା ପରେ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଆଉ ଏବେ ସବୁଠାରୁ ଚର୍ଚ୍ଚାର ବିଷୟ ପାଲିଟିଛି ତାଙ୍କ ଅତିଥି ସତ୍କାର। ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହକୁ ରାଇରଙ୍ଗପୁରରୁ ୬୦ ଜଣଙ୍କୁ ନିମନ୍ତ୍ରଣ କରାଯାଇଥିଲା।

ରାଷ୍ଟ୍ରପତି ଭବନରେ ୬୦ ଓଡ଼ିଆ

droupadi

Advertisment

ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିବା ପରେ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଆଉ ଏବେ ସବୁଠାରୁ ଚର୍ଚ୍ଚାର ବିଷୟ ପାଲିଟିଛି ତାଙ୍କ ଅତିଥି ସତ୍କାର। ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହକୁ ରାଇରଙ୍ଗପୁରରୁ ୬୦ ଜଣଙ୍କୁ ନିମନ୍ତ୍ରଣ କରାଯାଇଥିଲା।

Advertisment

Droupadi Murmu Rastrapati Bhawan President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe