ବାଲେଶ୍ବର ସହରରେ ଆଜି ବିଶ୍ବକପ୍ ହକି ଟ୍ରଫି ପହଁଚିବା ପରେ ଭବ୍ୟ ସ୍ଵାଗତ କରାଯାଇଛି ଜିଲ୍ଲା ପ୍ରଶାସନ ପକ୍ଷରୁ। ବାଲେଶ୍ବର ସହରର ଫକିର ମୋହନ ଗୋଲେଇଠାରେ ବ୍ୟାସକବି ଫକିର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତୀ ନିକଟରେ ଜନସାଧାରଣଙ୍କୁ ପ୍ରଦର୍ଶିତ କରାଯାଇଥିଲା। ଏଥିରେ ବାଲେଶ୍ବର ଜିଲ୍ଲାପାଳ, ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ନୂଆକରି ବାଲେଶ୍ବର ଏସପି ଦାୟୀତ୍ବ ନେଇଥିବା ସାଗରିକା ନାଥଙ୍କ ସମେତ ବହୁ ବିରଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ । ପାରମ୍ପରିକ ନାଚଗୀତ ମଧ୍ୟରେ ଟ୍ରଫିକୁ ସହରର ବିଭିନ୍ନ ସ୍ଥାନରେ ପରିକ୍ରମା କରାଯାଇଥିଲା ।
https://youtu.be/OihlC14FbI4
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେଜ୍ରିଓ୍ୱାଲ କହିଲେ- ଖୁବ୍ଶୀଘ୍ର ଗିରଫ ହେବେ ଆତିଶୀ
ସେପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମଧ୍ୟ ଗିରଫ ହେବାର ସନ୍ଦେହ ବ୍ୟକ୍ତ କରିଛନ୍ତି।
National
କେଜ୍ରିଓ୍ୱାଲଙ୍କ ସଞ୍ଜିବନୀ ସ୍କିମ୍କୁ ନେଇ ତୁତୁ ମେଁମେଁ, ସ୍ୱାସ୍ଥ୍ୟ ବିଭାଗର ବିରୋଧ
ଯୋଜନାକୁ ନେଇ ଏବେ କେଜ୍ରିଓ୍ୱାଲ ଓ ଦିଲ୍ଲୀ ସରକାରୀ ଅଧିକାରୀ ମୁହାଁମୁହିଁ ହୋଇଛନ୍ତି।
National
ଠାକୁର ଦର୍ଶନ ସାରି ଫେରୁଥିବା କାର୍କୁ ଧକ୍କା ଦେଲା ବସ୍, ୫ ମୃତ
ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଆହତ ହୋଇଛନ୍ତି।
National
ଜାଲିଆତି ଅର୍ଡର ଦେଖାଇ ଥାନାରୁ ନେଇଗଲେ ଜବତ ଗାଡ଼ି, ବନ୍ଧା ହେଲେ ଓକିଲ
ଅବୈଧ ଖନନ ମାମଲାରେ ପୁଲିସ୍ ଜବତ କରିଥିବା ବାଇକ୍କୁ ଅଦାଲତର ଜାଲି ଆଦେଶ ଦେଖାଇ ଛଡ଼ାଇ ନେଇଥିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ଓକିଲଜଣକ ।
National
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କଠୁ ଚିକିତ୍ସା ଫି' ନେବା ଅପରାଧ
ଦୁଷ୍କର୍ମ ପୀଡ଼ିତା, ପୋକ୍ସୋ ମାମଲାର ପୀଡ଼ିତା ତଥା ଯୌନ ନିର୍ଯାତନାର ଶିକାର ହୋଇଥିବା ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି।