/odisha-reporter/media/post_attachments/uploads/2022/10/bhakta.jpg)
bhakta
ଅର୍ଚ୍ଚନା ନାଗ ମାମଲାରେ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ। ଭକ୍ତ ଦାସ କହିଛନ୍ତି, ଘଟଣାରେ ୨୩ ବିଜେଡି ବିଧାୟକ ଏବଂ ୪ ମନ୍ତ୍ରୀ ସଂପୃକ୍ତ ଥିବା ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ କାହିଁକି ସଂପୃକ୍ତ ମନ୍ତ୍ରୀ ଓ ବିଧାୟକଙ୍କୁ ବିଦା କରୁନାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
