ସମୀରଙ୍କ ଘରେ ଅମିତ

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଘରେ ଜଳପାନ କରିଥିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ।