କଥା ନ ସରୁଣୁ ଅଙ୍ଗନବାଡି ଦିଦି ଜଣଙ୍କ କଲର ଧରି ଘୋଷରି ଆଣି ଚାପୁଡା ପରେ ଚାପୁଡି ସେକି ଦେଲେ। ଏ ପ୍ରକାର ଦାଦାଗିରି। ଦିଦି ରାଗିବା ପଛର କାରଣଟି ହେଲା, ପୂର୍ବରୁ ଏ ବ୍ୟକ୍ତି କୁଆଡେ ତାଙ୍କୁ ଅଶ୍ଳୀଳ ଭାଷାରେ କମେଣ୍ଟ କରିଥିଲେ। ସେଇ ପୁରୁଣା ରାଗ ଏବେ ସୁଝାଉଛନ୍ତି ଦିଦି। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଏଇ ଘଟଣା, ଏବେ ଦାଣ୍ଡରେ ପଡି ହାଟରେ ଗଡୁଛି।
https://youtu.be/TU_Yy9D5yHg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।