ପ୍ରତିଷ୍ଠିତ ଏକ ଓଟିଟି ପ୍ଲାଟଫର୍ମ ନାମରେ ଆସିଲା ସାଙ୍ଘାତିକ ଅଭିଯୋଗ। ଅଭିଯୋଗ ଆଣିଲେ ୧୯୯୯ ମସିହା ବହୁଚର୍ଚ୍ଚିତ ଗଣଦୁଷ୍କର୍ମ ପିଡିତା ଅଞ୍ଜନା ମିଶ୍ର। ତାଙ୍କ ଅଜାଣତରେ ତାଙ୍କ ଜୀବନ କାହାଣୀ ଉପରେ ତିଆରି ହେଉଛି ଫିଲ୍ମ। ଫିଲ୍ମ ନିର୍ମାଣକାରୀ ସଂସ୍ଥା ନା ଅଞ୍ଜନାଙ୍କ ସହ କଥା ହୋଇଛନ୍ତି ନା ତାଙ୍କର ଅନୁମତି ନେଇଛନ୍ତି। ତାଙ୍କ ଜୀବନ କାହାଣୀକୁ ନେଇ ନିର୍ମାଣକାରୀ ସଂସ୍ଥା ଫିଲ୍ମ ତିଆରି କରୁଥିବା ସମ୍ପର୍କରେ ସେ ଖବରକାଗଜରୁ ଜାଣିବା ପରେ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ନିର୍ମାଣ କରାଯାଉଥିବା ଫିଲ୍ମ ତୁରନ୍ତ ବନ୍ଦ କରିବା ପାଇଁ ଚେତାବନୀ ଦେଇଛନ୍ତି ଅଞ୍ଜନା ମିଶ୍ର।
https://youtu.be/1fosgQeDlEI
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।