କିଛି ଦିନର ବ୍ୟବଧାନ ପରେ ମୁହଁ ଖୋଲିଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ। ତାଙ୍କୁ ସାଥି ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ। ଉଭୟଙ୍କ ଶାଣିତ ଆକ୍ରମଣରେ ଘାଇଲା ହୋଇଛି ଶାସନ ବ୍ୟବସ୍ଥା। ଓଡିଶାରେ ଗଣତନ୍ତ୍ର ନାହିଁ। ଦଳତନ୍ତ୍ରକୁ ମିଳୁଛି ଗୁରୁତ୍ୱ। ଅମଲାତନ୍ତ୍ର ହୋଇଛି ସର୍ବେସର୍ବା। ଏଭଳି କିଛି କଡ଼ା ମନ୍ତବ୍ୟ ରଖିଛନ୍ତି ବିଜେଡ଼ି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ।
https://youtu.be/rG-MgqTvg2o
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।