ପ୍ରକୃତି ମିଶ୍ରଙ୍କ ସହ ବାବୁଶାନଙ୍କ ପତ୍ନୀଙ୍କ ଝଗଡା

ଓଲିଉଡ୍ ଅଭିନେତା ବାବୁସାନ ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଭିଡିଓ ଭାଇରାଲ। ବାବୁସାନ ଏବଂ ପ୍ରକୃତିଙ୍କ ସହ ବାବୁସାନଙ୍କ ପତ୍ନୀ ଝଗଡ଼ା କରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ରାସ୍ତା ଉପରେ କାରରେ ବସିଥିବା ବାବୁସାନଙ୍କ ସହ ତାଙ୍କ ପତ୍ନୀ ଝଗଡ଼ା କରୁଥିବା ଦୃଶ୍ୟରେ ଦେଖିବାକୁ ମିଳିଛି।